ମେରୀ କ୍ୟୁରୀ
ଦେଖଣା
(Marie Curieରୁ ଲେଉଟି ଆସିଛି)
Marie Skłodowska Curie | |
---|---|
ଜନ୍ମ | Maria Salomea Skłodowska ୭ ନଭେମ୍ବର ୧୮୬୭ |
ମୃତ୍ୟୁ | ୪ ଜୁଲାଇ ୧୯୩୪ Passy, Haute-Savoie, France | (ବୟସ ୬୬)
ମୃତ୍ୟୁର କାରଣ | Aplastic anemia |
ଜାତୀୟତା |
|
ବୈବାହିକ-ସାଥୀ | Pierre Curie (1859 – 1906) m. 1895 |
ସନ୍ତାନ |
|
ଶିକ୍ଷାନୁଷ୍ଠାନ |
|
ପ୍ରସିଦ୍ଧି | |
ପୁରସ୍କାର |
|
ବିଜ୍ଞାନୀ ଜୀବନ | |
କ୍ଷେତ୍ର | Physics, chemistry |
କର୍ମାନୁଷ୍ଠାନ | University of Paris |
ଡକ୍ଟରୀ ଉପଦେଷ୍ଟା | Gabriel Lippmann |
ଡକ୍ଟରୀ ଛାତ୍ର | |
ଦସ୍ତଖତ | |
Notes | |
She is the only person to win a Nobel Prize in two different sciences. |
ମେରୀ କ୍ୟୁରି, Maria Salomea Skłodowska-Curie (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ଫରାସୀ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । ସେ ପ୍ୟାରିସ୍ ବିଶ୍ୱବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ । ମେରୀ କ୍ୟୁରି ବାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତୀ ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ୱାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
ଆଧାର
[ସମ୍ପାଦନା]- ↑ ଆଧାର ଭୁଲ: ଅଚଳ
<ref>
ଚିହ୍ନ;nobelprize
ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ ।
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |